Poshan Odia HealthPhone
ଏହି ଭିଡିଓର ଉଦ୍ଦେଶ୍ୟ ହେଉଛି ଅପପୁଷ୍ଟିର ଲକ୍ଷଣ ଓ କ୍ଷତିକାରକ ଫଳାଫଳ ବିଷୟରେ ସଚେତନତା ସୃଷ୍ଟି କରିବା ଓ ଗୋଷ୍ଠୀକୁ ଅପପୁଷ୍ଟି ନିରାକରଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଉତ୍ସାହିତ କରିବା ଓ ଜଣେ କିପରି ସହଜ କାର୍ଯ୍ୟ ଦ୍ୱାରା ଅପପୁଷ୍ଟି ପ୍ରତିହତ କରିପାରିବ ବୁଝାଇ ଦେବା1.
ଅପପୁଷ୍ଟିର ଲକ୍ଷଣ, ଫଳାଫଳ ଏବଂ ନିରାକରଣ2.
ଗର୍ଭାବସ୍ଥାରେ ଯତ୍ନ: ଗର୍ଭଧାରଣ ସମୟରେ ଯତ୍ନ3.
ସ୍ତନ୍ୟପାନ କରାଇବା ଏବଂ ଛଅ ମାସ ପରେ ଖାଦ୍ୟ4.
ଅପପୁଷ୍ଟି ନିରାକରଣ କରିବା ପାଇଁ ଶପଥ କରନ୍ତୁଏହା ବ୍ୟାପକ ଗୋଷ୍ଠୀ ହିତରେ ବ୍ୟବହାର ପାଇଁ ଉଦ୍ଦିଷ୍ଟ।ପ୍ରସ୍ତୁତ କରିଛନ୍ତି: ୟୁନିସେଫ୍ ଓ ଅନ୍ୟ ବିକାଶ ଅଂଶିଦାରଙ୍କ ସକ୍ରିୟ ସହାୟତା ସହିତ ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟhttp://healthphone.org

Features
💪
Fitness Tracking
Track your workouts and monitor your health metrics.
Screenshots
See Poshan Odia HealthPhone in Action
Ask AI about this app
Get instant answers about features, tips and more from popular AI assistants.